ରାଜ୍ୟରେ ଆଜି ପୁଣି ୮୦୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ

0
10

ଭୁବନେଶ୍ୱର : ଭୟ ବଢ଼ାଉଛି କରୋନା ସଂକ୍ରମଣ ।  ରାଜ୍ୟରେ ଆଜି ପୁଣି ୮ହଜାର ୧୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତକାଲି ୧୦ ହଜାର ୪୧୩ ଜଣ ନୂଆ ରୋଗୀ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଆଠ ହଜାର ପାର କରିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ସବୁଦିନ ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୨୭୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here