ମୃତ୍ୟୁ ରେ ବି ରେକର୍ଡ ,କରୋନାରେ ଗଲା ଆଉ ୧୯ ଜଣଙ୍କ ଜୀବନ

0
24

ଭୁବନେଶ୍ୱର: ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା କରୋନା। ୨୪ ଘଣ୍ଟାରେ ସର୍ବାଧିକ ୧୯ ଜଣଙ୍କ ମୃତ୍ୟୁ ହୋଇଛନ୍ତି। ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧତ୍କ ୪ ଲେଖାଏଁ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଲେଖାଏଁ; ଅନୁଗୁଳ, ବଲାଙ୍ଗିର, କଟକ ଓ ଦେବଗଡ଼ରୁ ଜଣେ ଲେଖାଏଁ ଗଜପତି, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନାଜନିତ ମୃତୁ୍ୟସଂଖ୍ୟା ୨ ହଜାର ୧୪୦କୁ ବୃଦ୍ଧି ହୋଇଛି।

LEAVE A REPLY

Please enter your comment!
Please enter your name here