କରୋନା ରେ ଚାଲିଗଲେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତି

0
12

ଭୁବନେଶ୍ୱର : ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ କରୋନା ରେ ପରଲୋକ ହୋଇଛି। କୋଭିଡରେ ଆକ୍ରାନ୍ତ ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଅମରେନ୍ଦ୍ର। ୩ ଦିନ ହେଲା ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଝିଅ ଅନ୍ୱେଷା ମହାନ୍ତି। ବହୁ ଲୋକପ୍ରିୟ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅମରେନ୍ଦ୍ର।

LEAVE A REPLY

Please enter your comment!
Please enter your name here