ଆଜି ୭୦୦୨ ଆକ୍ରାନ୍ତ ଚିହ୍ନଟ, ୪୨ ମୃତ ,ମୃତ୍ୟୁ ସଂଖ୍ୟା ୨,୯୯୪ରେ ପହଞ୍ଚିଲା

0 17

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟାରେ ୭୦୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଂଟରରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୩୦୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ଷ୍ଟେଟ୍‌ ପୁଲର ସଂଖ୍ୟା ୨୦୭ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଏହାସହ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୯୯୪ରେ ପହଞ୍ଚିଛ॥

Leave A Reply

Your email address will not be published.