କରୋନାରେ ଚାଲିଗଲେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡ଼ିଆ

0 15

ଜୟପୁର: ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡ଼ିଆ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ୧୯୮୦ରୁ ୧୯୮୧ ଯାଏ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଥିବା ଜଗନ୍ନାଥ ହରିଆଣା ଓ ବିହାରର ରାଜ୍ୟପାଳ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

Leave A Reply

Your email address will not be published.