ସ୍ଥଗିତ ହେଲା ପିପିଲି ଉପନିର୍ବାଚନ

0 3

ପିପିଲି : ପୁଣି ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ।  ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ମହାମାରୀ ଯୋଗୁଁ ନିର୍ବାଚନକୁ ସ୍ଥଗିତ ରଖିଛନ୍ତି ନିର୍ବାଚନ କମିସନ । ତେବେ ନିର୍ବାଚନ ସ୍ଥଗିତ ହେବା ନେଇ ଭାରତୀୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଆଗାମୀ ୧୬ ତାରିଖରେ ନିର୍ବାଚନ ହେବାକୁ ଥିଲା ପିପିଲିରେ। କେବଳ ଏତିକି ନୁହେଁ ଆଜି ମଧ୍ୟ ବାଲାଟ୍‌ ପେପରରେ ନିର୍ବାଚନ ଆରମ୍ଭ ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେବେ ନିର୍ବାଚନ ହେବ ସେନେଇ କୌଣସି ସୂଚନା ମିଳିନାହିଁ।

Leave A Reply

Your email address will not be published.