ହାତୀ ଖାଦ୍ୟ ବୋଝେଇ ଟ୍ରକ୍‌ରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

0 2

କୋରାପୁଟ  : ହାତୀ ଖାଦ୍ୟ ବୋଝେଇ ଟ୍ରକ୍‌ରୁ କୋଟିଏ ଟଙ୍କାରୁ ଉର୍ଦ୍ଧ୍ଵ ଟଙ୍କାର ଗଞ୍ଜେଇ ଜବତ। କୋରାପୁଟ ଅବକାରୀ ବିଭାଗ ପକ୍ଷରୁ ଚଢାଉ ବେଳେ ମଣ୍ଢାଗୁଡ଼ା ଛକ ନିକଟରୁ ଏହି ଗଞ୍ଜେଇ ଜବତ ହୋଇଛି। ଏହା ସହ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ହୋଇଥିବା ଡ୍ରାଇଭର୍‌ଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ। ଏନେଇ ଅବକାରୀ ଇନସ୍ପେକ୍ଟର ପ୍ରମୋଦ କୁମାର ବାଣୁଆ ସୂଚନା ଦେଇଛନ୍ତି।

Leave A Reply

Your email address will not be published.