ଛତ୍ରପୁର ଏସଡିପିଓ ଏବଂ ଆଇଆଇସି କରୋନାରେ ଆକ୍ରାନ୍ତ

0
173

ବ୍ରହ୍ମପୁର: ପୁଣି ଦୁଇଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ଦୁହେଁ ଗଞ୍ଜାମ ଜିଲ୍ଲାର ବୋଲି ଜଣାଯାଇଛି। ଆଜି ଏନେଇ ଗଞ୍ଜାମ ଏସପି ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, ଛତ୍ରପୁର ଏସଡିପିଓ ଏବଂ ଆଇଆଇସି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଉଭୟଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here