ରାଜ୍ୟରେ ୮୦୦ ପାର୍‌ କଲା କରୋନା ମୃତକଙ୍କ ସଂଖ୍ୟା

0
16

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ହେବା ସହ ସମୁଦାୟ ମୃତକଙ୍କ ସଂଖ୍ୟା ୮୦୦ ପାର୍‌ କରିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୩ ରେ ପହଞ୍ଚି ଯାଇଛି।

LEAVE A REPLY

Please enter your comment!
Please enter your name here