ରାଜ୍ୟରେ ହଜାରେ ଟପିଲା କରୋନା ମୃତ୍ୟୁ ସଂଖ୍ୟା

0
9

ଭୁବନେଶ୍ୱର -: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୧୦୦୬ରେ ପହଞ୍ଚି ଯାଇଛି।

ଭୁବନେଶ୍ୱରରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। କଟକ ଓ  ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here