ଓଡିଶା ରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ

0
14

ଭୁବନେଶ୍ୱର -: ରାଜ୍ୟରେ କରୋନାରେ ଆଉ  ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୧୨୧ ରେ ପହଞ୍ଚି ଯାଇଛି।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକରୁ ୨ ଜଣ, ଅନୁଗୋଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here