ଢିଙ୍କିଆରେ ପୋଲିସ-ଗ୍ରାମବାସୀ ମୁହାଁମୁହିଁ :ପୋଲିସ ର ଲାଠି ଚାର୍ଜ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଢିଙ୍କିଆରେ ପୋଲିସ ଓ ଗ୍ରାମବାସୀ ମୁହାଁମୁହିଁ। ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଧସ୍ତାଧସ୍ତି ହେବାରୁ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରକଳ୍ପ ନିମନ୍ତେ ପାନବରଜ…
Read More...

ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା ମିହିର ଦାସ

ଭୁବନେଶ୍ୱର : ଆଉ ନାହାନ୍ତି ବରିଷ୍ଠ ସିନେ ଅଭିନେତା ମିହିର ଦାସ। ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ…
Read More...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର : ଆଜି ରାଜ୍ୟ ନିର୍ବାଚନ କମିସନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଗୀତଗୋବିନ୍ଦ ସଦନରେ ରାଜ୍ୟ ନିର୍ବାଚନ କମିସନ୍ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା…
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ସ୍କୁଟି ଆରୋହୀଙ୍କର ମୃତ୍ୟୁ ,ଅଳ୍ପକେ ବର୍ତ୍ତିଲେ ସ୍ତ୍ରୀ

ଦେବଗଡ଼ : ସ୍ବାମୀ-ସ୍ତ୍ରୀ ସ୍କୁଟିରେ ଦେବଗଡ଼ ଡାକ୍ତରଖାନାକୁ ଯିବା  ବାଟରେ ଘଟିଲା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଆରପାରିକୁ ଚାଲିଗଲେ ସ୍ବାମୀ, ହେଲେ ଅଳ୍ପକେ ବର୍ତ୍ତିଯାଇଛନ୍ତି ସ୍ତ୍ରୀ। ଏଭଳି ଦୁର୍ଘଟଣା ଘଟିଛି ଦେବଗଡ଼…
Read More...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଏସପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନଷ୍ଟେବଳ ନିହାର ରଞ୍ଜନ…

ବାରିପଦା : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଏସପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ପୁଲିସ୍‌ କନଷ୍ଟେବଳ ନିହାର ରଞ୍ଜନ ଦଣ୍ଡପାଟ ଘରେ ସକାଳୁ ସକାଳୁ ଚାଲିଛି ଭିଜିଲାନ୍ସ ରେଡ। ଏକାଥରେ ୬ଟି ଟିମ୍‌ରେ ପ୍ରାୟ…
Read More...

ଆଜି ଘୋଷଣା ହୋଇପାରେ ପଞ୍ଚାୟତ ନିର୍ବାଚନ ତାରିଖ

ଭୁବନେଶ୍ୱର : ଆଜି ରାଜ୍ୟ ନିର୍ବାଚନ କମିସନର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିପାରନ୍ତି। ଏନେଇ କମିସନରଙ୍କ ପ୍ରସ୍ତୁତିରୁ ସଂକେତ ମିଳିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ଦିନ…
Read More...

୧୩୪.୫ ଗ୍ରାମ ଧଳା ଜହର ଜବତ : ୩ ଗିରଫ

ତାଳଚେର  :- କଳା ହୀରା ର ସହର ତାଳଚେର ର କୋଇଲାଖଣି ଅଞ୍ଚଳରେ ବ୍ରାଉନ୍ ସୁଗାର ବୃଦ୍ଧି ପାଉଥିବାକୁ ନେଇ କୋଲିୟରୀ ଥାନା ଅଧିକାରୀ ରାଜେନ୍ଦ୍ର ନାରାୟଣ ପଟ୍ଟନାୟକ ସଦଳବଳେ ବିଭିନ୍ନ ଅଞ୍ଚଳରେ ଆତର୍କିତ ଚଢ଼ାଉକରି ଏହି…
Read More...

ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀ ଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଦେହାନ୍ତ

ଭୁବନେଶ୍ବର : ଓଡିଶା ସରକାରଙ୍କ ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ‌ହୋଇଛି । ମିଳିଥିବା ସୂଚନା ଅନୁସାରେ, ବିଳମ୍ବିତ…
Read More...

ରାଉରକେଲାରେ ହୋପ ଅଫ ଲାଇଫ ର ସଦସ୍ୟ ମାନଙ୍କ ବାସହୀନ ଲୋକଙ୍କୁ କମ୍ବଳ ବଣ୍ଟନ

ରାଉରକେଲା : କରୋନା ପ୍ରଭାବ ରେ ସବୁଠାରୁ ବେଶୀ ପ୍ରଭାବିତ ହୋଇଛନ୍ତି ଗରିବ ଲୋକମାନେ। କାମଧନ୍ଦା ନମିଳିବାରୁ ଠିକ ଭାବେ ଖାଇବାକୁ ପାଉନଥିବା ବେଳେ ପ୍ରବଳ ଶୀତ ସେମାନଙ୍କ ସମସ୍ୟା କୁ ଦ୍ବିଗୁଣିତ କରିଛି। ଏହି ସମୟରେ…
Read More...

ସୁନ୍ଦରଗଡ ଜିଲ୍ଲାରେ କୋଭିଡ ପରିଚାଳନା ସ୍ଥିତି ସମୀକ୍ଷା କଲେ ଆରଡିସି : ଟେଷ୍ଟିଙ୍ଗ , ଟ୍ରାକିଂ ଏବଂ ଟୀକାକରଣ ଉପରେ…

ରାଉରକେଲା : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ (ଆରଡିସି) ଡକ୍ଟର ସୁରେଶ ଚନ୍ଦ୍ର ଦଳେଇ ସୋମବାର ଦିନ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି। କୋଭିଡ୍ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପ୍ରଶାସନ ପକ୍ଷରୁ…
Read More...